ବିଶେଷ ଖବର କୃଷି ଭବନଠାରେ ଓଡ଼ିଶାର ପ୍ରଥମ ମିଲେଟ ଶକ୍ତି ବିକ୍ରୟ କେନ୍ଦ୍ର ଉଦଘାଟିତ ଭୁବନେଶ୍ୱର: ଆଜି କୃଷିଭବନଠାରେ ମା ଶକ୍ତିମୟୀ ମହିଳା ମହାସଙ୍ଘ ଦ୍ୱାରା ପରିଚାଳିତ ଓଡ଼ିଶାର ପ୍ରଥମ ମିଲେଟ ଶକ୍ତି ବିକ୍ରୟ କେନ୍ଦ୍ର, କୃଷି ଏବଂ କୃଷକ ସଶକ୍ତିକରଣ, ମତ୍ସ୍ୟ…