ଆଜିର ଖବର ଖୋର୍ଦ୍ଧା ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୮୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ…