ମିଳିବ କ୍ଷତିପୂରଣ

ନୂଆଦିଲ୍ଲୀ: କରୋନାଜନିତ ମୃତ୍ୟୁ ପାଇଁ ସର୍ବନିମ୍ନ ୫୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ। ଏହି କ୍ଷତିପୂରଣ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଦ୍ୱାରା ସ୍ଥିର କରାଯାଇଛି।…