ଆଜିର ଖବର ମିଶନାରିଜ୍ ଅଫ ଚାରିଟୀର ଅନ୍ତେବାସୀଙ୍କ ପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ବର: ଓଡିଶାରେ ମିଶନାରିଜ୍ ଅଫ ଚାରିଟୀ ଦ୍ବାରା ପରିଚାଳିତ ବିଭିନ୍ନ ସଂସ୍ଥା ଯଥା କୁଷ୍ଠାଶ୍ରମ ଓ ଅନାଥାଶ୍ରମମାନଙ୍କରେ ଥିବା ଅନ୍ତେବାସୀମାନେ ଯେପରି କୌଣସି ସମସ୍ୟା ବିଶେଷ କରି…