ବିଶେଷ ଖବର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ନବୀନ, ଜାଣନ୍ତୁ କଣ ଭୁବନେଶ୍ବର: ମିଶନ ଶକ୍ତି ଆନ୍ଦୋଳନର ଗୁରୁତ୍ବ ତଥା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦…