ଆଜିର ଖବର ଖାଇବା ତେଲ – ତୈଳବୀଜ ଉପରେ ଜାତୀୟ ମିଶନକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଘରୋଇ ତୈଳବୀଜ ଉତ୍ପାଦନ ବୃଦ୍ଧି ଏବଂ ଖାଇବା ତେଲରେ ଆତ୍ମନିର୍ଭରଶୀଳତା (ଆତ୍ମନିର୍ଭର ଭାରତ) ହାସଲ…