ଆଞ୍ଚଳିକ ମୁଁ ଜିତିବି ସମଗ୍ର ମାନବ ଜାତି ଜିତିବ ନାରା ଦେଇ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ପିଣ୍ଟୁ ବିଷୋୟୀ ବେଗୁନିଆପଡା: ବେଗୁନିଆପଡା ବ୍ଲକ ପ୍ରଶାସନ ତରଫରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କରୋନା ସଚେତନତା ନେଇ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଁ…