ଆଜିର ଖବର ବିଜୁ ପଟ୍ଟନାୟକ ମୁକ୍ତାକାଶ ଆଶ୍ରମ, ଜାମୁଝରି ପରିସରରେ ଆଇନ ସହାୟତା ପ୍ରକୋଷ୍ଠ ଉଦ୍ଘାଟିତ ଭୁବନେଶ୍ୱର: ଜାମୁଝରୀସ୍ଥିତ ବିଜୁ ପଟ୍ଟନାୟକ ମୁକ୍ତାକାଶ ଆଶ୍ରମ ପରିସରରେ ଅନ୍ତେବାସୀମାନଙ୍କ ପାଇଁ ଆଇନ ସହାୟତା ପ୍ରକୋଷ୍ଠ ଏବଂ ଗାଡ଼ି ଚାଳନା ପ୍ରଶିକ୍ଷଣ କେନ୍ଦ୍ର ଶୁଭାରମ୍ଭ ହୋଇଛି। ଏହାକୁ…