ଅପରାଧ ଗ୍ୟାଙ୍ଗଷ୍ଟର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ମୁଖତାର ଅନସାରୀ: ୫ ବର୍ଷ ଜେଲ ଦଣ୍ଡ ନୂଆଦିଲ୍ଲୀ: ଗ୍ୟାଙ୍ଗଷ୍ଟର ମାମଲାରେ ବାହୁବଲୀ ମୁଖତାର୍ ଅନସାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମୁଖତାର ଅନସାରୀଙ୍କୁ ୫ ବର୍ଷ ଜେଲ ଦଣ୍ଡ କରାଯାଇଛି ଏବଂ ୫୦ ହଜାର ଟଙ୍କା…