ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀ ମାନଙ୍କୁ ୩୦୦୦ ଟଙ୍କା ଲେଖାଏ…