ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଲେ ଛାତ୍ରଛାତ୍ରୀ: ଆମେ ଆଗକୁ ବଢିବୁ, ଆପଣଙ୍କ ସ୍ବପ୍ନ ସାକାର କରିବୁ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ଚତୁର୍ଥ ପର୍ଯ୍ୟାୟରେ ୫-ଟି କାର୍ଯ୍ୟକ୍ରମ ରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଆଜି ଲୋକାର୍ପିତ ହୋଇଥିବା…