ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାମ୍ବାଦିକ: ଜାଣନ୍ତୁ କ’ଣ ହେଲା ଆଲୋଚନା? ଭୁବନେଶ୍ଵର: ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ପ୍ରକୋଷ୍ଠରେ ସାମ୍ବାଦିକମାନେ ଭେଟିଛନ୍ତି। ରାଜ୍ୟବାସୀଙ୍କ ପାଇଁ ଏକ ଉତ୍ତମ, ବିକାଶ ଅଭିମୁଖୀ ଓ ସର୍ବଜନ କଲ୍ୟାଣକାରୀ…