ଆଜିର ଖବର ସରିଲା ପଞ୍ଜୀକରଣ: ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପାଇଁ ୧୦୦୦ ଲୋକ କଲେ ଆବେଦନ ଭୁବନେଶ୍ୱର: ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ୧୦୦୦ ଜଣ ଆବେଦନକାରୀ ସେମାନଙ୍କର ନାମ ଅନ୍…