ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ

ଭୁବନେଶ୍ବର: ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଆକଳନ ପାଇଁ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଗଣ। ସେମାନେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ସହ ଚାଷୀଙ୍କ ସହିତ ଆଲୋଚନା…