ଆଜିର ଖବର ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବର: ଆଜି ରାଜ୍ୟ ଅତିଥୀ ଭବନରେ ଥିବା ଅସ୍ଥାୟୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ଲୋକାଭିମୁଖୀ…