ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିଦର୍ଶନ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରିଦର୍ଶନ କରିବେ। ରାଜ୍ୟରେ ତିନୋଟି ଲଘୁଚାପ ସୃଷ୍ଟି ଯୋଗୁଁ ବିଭିନ୍ନ ନଦୀରେ ବନ୍ୟା ସୃଷ୍ଟି…