ଆଜିର ଖବର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କଲା ବିଜେଡି ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଥାନାରେ ଲିଖିତ ଅଭିଯୋଗ କଲା ବିଜୁ ଜନତା ଦଳ। ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ଲେନିନ ମହାନ୍ତି…