ଆଜିର ଖବର ବୌଦ୍ଧ ଜିଲ୍ଲାର ପ୍ରକଳ୍ପ ଗୁଡ଼ିକୁ ଅଧିକ ତ୍ୱରାନ୍ୱିତ ଗତିରେ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା…