ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ବୈଠକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ପାଇଁ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପରିଚାଳନା…