ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା ଉପରେ ଜୋର: ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ମୋଟ୍ ସଂଖ୍ୟା ୧୧୩ ଭୁବନେଶ୍ବର: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ…