ଆଜିର ଖବର ରଥଯାତ୍ରା ପୂର୍ବରୁ ବଡଦାଣ୍ଡରେ ଝାଡୁ ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବର: ଆସନ୍ତାକାଲି ହେଉଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏହି ଉପଲକ୍ଷେ ପୁରୀରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହେବାରେ ଲାଗିଛି। ତେବେ ରଥଯାତ୍ରା ପୂର୍ବରୁ ବଡ ଦାଣ୍ଡକୁ ସଫାସୁତୁରା…