ଆଜିର ଖବର ଶାନ୍ତି ଶୃଙ୍ଖଳାରେ ସମ୍ପନ୍ନ ହେଲା ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା: ମୁଖ୍ୟମନ୍ତ୍ରୀ ଜଣାଇଲେ କୃତଜ୍ଞତା ଭୁବନେଶ୍ବର: କୋଭିଡ କଟକଣା ମଧ୍ୟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଆଜି ଶାନ୍ତି ଶୃଙ୍ଖଳାରେ ସମ୍ପନ୍ନ ହୋଇଥିବା ଏବଂ ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ…