ରାଜ୍ୟ ଖବର ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା: ବାରଣାସୀ-ଅଯୋଧ୍ୟା ଟ୍ରେନ୍ର ଶୁଭାରମ୍ଭ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଚଳିତ ଆର୍ଥିକ ବର୍ଷର ଷଷ୍ଠ ବାରଣାସୀ-ଅଯୋଧ୍ୟା ଟ୍ରେନର ଶୁଭାରମ୍ଭ ହୋଇଛି । ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…