ଆଜିର ଖବର ଜୁଲାଇ ୨୯ ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ, ଜାଣନ୍ତୁ କାରଣ ଭୁବନେଶ୍ୱର: ସମ୍ପ୍ରତି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତା ଜୁଲାଇ ୨୯ ତାରିଖ ସୋମବାର ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ।…