ବିଶେଷ ଖବର ବିଭିନ୍ନ କଂପାନୀର ସିଇଓଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କଣ ହେଲେ କଥା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗ ଠାରେ ବିଭିନ୍ନ କ୍ଷେତ୍ରର ଶିଳ୍ପ ଉଦ୍ୟୋଗ କମ୍ପାନୀଗୁଡ଼ିକର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି।…