ଆଜିର ଖବର କୋର୍ଟ ଚାଲିଥିବା ବେଳେ ଭାରତର ମୁଖ୍ୟ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଲେ ଓକିଲ ନୂଆଦିଲ୍ଲୀ: ଆଜି ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଚାଲିଥିବା ବେଳେ ଭାରତର ମୁଖ୍ୟ ବିଚାରପତି ବି ଆର ଗଭାଇଙ୍କ ଉପରକୁ ଜଣେ…