ଆଜିର ଖବର ଦେଶରେ ଗତ 24 ଘଣ୍ଟାରେ 375ଜଣଙ୍କର ଜୀବନ ନେଲାଣି କରୋନା, ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା 15 ହଜାର ନିକଟତର ନୂଆଦିଲ୍ଲୀ : ଦିନକୁ ଦିନ କରୋନା ପ୍ରଭାବ ବଢୁଥିବା ସହ ସାରା ବିଶ୍ବରେ ସଙ୍କଟ ବଢିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ସଂଘାତିକ ହେଉଛି ।…