ଆଜିର ଖବର ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ଆକ୍ରମଣରେ ୭ ଆହତ, ୩ ଗୁରୁତର ଭଦ୍ରକ: ଭଦ୍ରକ ଚରମ୍ପା ରେଳ ଓଭରବ୍ରିଜ୍ ନିକଟରେ ଦୁଇ କିନ୍ନର ଗୋଷ୍ଠୀ ମଧ୍ୟରେ ଦୀର୍ଘଦିନର ବିବାଦକୁ ନେଇ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଛି। ଉଭୟ ଗୋଷ୍ଠୀ ମଧ୍ୟରେ…