ଆଜିର ଖବର କରୋନାରେ ମୃତକଙ୍କ ପରିବାରକୁ ଦିଆଯାଉ କ୍ଷତିପୂରଣ: ୬ ସପ୍ତାହରେ ଗାଇଡଲାଇନ ପ୍ରସ୍ତୁତ କରିବାକୁ କହିଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ: କରୋନାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ସହାୟତା ରାଶି ଦେବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଲାଗି ଏକ ନିର୍ଦ୍ଦିଷ୍ଟ ଗାଇଡଲାଇନ…