ଆଜିର ଖବର ମୃତଦେହର କରାଯାଉଛି ଡିଏନଏ ଟେଷ୍ଟ, ସମ୍ପର୍କୀୟଙ୍କ ପାଇଁ ଖାଇବା ରହିବା ବ୍ୟବସ୍ଥା: ମେୟର ଭୁବନେଶ୍ଵର: ବାହାନଗା ଟ୍ରେନ ଦୁର୍ଘଟଣା ଆଜିକୁ ୬ ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ସମସ୍ୟାର ସମାଧାନ ହୋଇପାରିନାହିଁ। ଟ୍ରେନ ଦୁର୍ଘଟଣାରେ ୨୮୮ ଲୋକଙ୍କ ମୃତ୍ୟୁବରଣ କରିଥିବା ବେଳେ…