Categories
ଆଜିର ଖବର ଜାତୀୟ ଖବର

ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ୍ ନେହେରୁଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

“ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି।”