ଆଜିର ଖବର ଆସନ୍ତା ରବି ଋତୁରେ ମେଗା ଲିଫ୍ଟ ଜରିଆରେ ୨୦ ହଜାର ହେକ୍ଟର ଜମିକୁ କରାଯିବ ଜଳସେଚନ ଭୁବନେଶ୍ୱର, ରାଜ୍ୟ ଜଳ ସଂପଦ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ଅପରାହ୍ଣରେ ଜଳ ସଂପଦ ବିଭାଗ ସମ୍ମିଳନୀ କକ୍ଷରେ ରାଜ୍ୟରେ ବୃହତ୍…