ମେଘାମ୍ବରୀ କେନାଲ ରୋଡ଼

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।  ଯାତ୍ରୀ ବାହି ଅଟୋ ଲେଉଟି ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି।…