ବିଶେଷ ଖବର କରୋନା ମୁକାବିଲା ପାଇଁ ‘ମୋ ଜୀବନ’ କାର୍ଯ୍ୟକ୍ରମର ଆରମ୍ଭ କଲେ ନବୀନ, ଘରୁ ବାହାରକୁ ନ ବାହାରିବାକୁ ବ୍ୟକ୍ତିଗତ ଶପଥ କରିବାକୁ କଲେ ଅପିଲ୍ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ମୋ ଜୀବନ କାର୍ଯ୍ୟକ୍ରମ’ର ଆରମ୍ଭ କରିଛନ୍ତି।…