ଆଜିର ଖବର ଟ୍ରକ୍ କୁ ଧକ୍କା ଦେଇ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଉପକଣ୍ଠ ଜାତୀୟ ରାଜପଥ ଖଜୁରିଆ ଛକ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛପଟୁ ମୋଟରସାଇକେଲ ଧକ୍କା ଦେଇଛି।…