ବିଶେଷ ଖବର ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ମୋଟେରା ଷ୍ଟାଡିୟମରେ ପହଞ୍ଚିଲେ ପିଏମ ମୋଦୀ: ଖେଳାଳିଙ୍କୁ କଲେ ଉତ୍ସାହିତ ଅହମ୍ମଦାବାଦ: ଆଜି ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଯାଉଛି। ଏହି ମ୍ୟାଚ୍ ଦେଖିବାକୁ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଷ୍ଟ୍ରେଲୀୟ ପ୍ରତିପକ୍ଷ ଆନ୍ଥୋନୀ…