ମୋଦିଙ୍କ ରୋଡ ସୋ

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଏକ ମେଗା ରୋଡ ସୋ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ ବିଜେପି ସରକାରର ବର୍ଷପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ…