ଆଜିର ଖବର ଢେଙ୍କାନାଳ ହିନ୍ଦୋଳ ବ୍ଲକ୍ ଦୁଦୁରକୋରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ଭୁବନେଶ୍ୱର: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଆଜି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ୍ ଦୁଦୁରକୋଟ ପଞ୍ଚାୟତ ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଇଛନ୍ତି।…