ମୋସୁମୀ ଅଧିବେଶନ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିର ସାଂସଦ ସଞ୍ଜୟ ସିଂଙ୍କୁ ଗୃହର ପ୍ରକ୍ରିୟାରେ ବାଧା ସୃଷ୍ଟି କରିଥିବାରୁ ସମଗ୍ର ଅଧିବେଶନ ପାଇଁ ନିଲମ୍ବିତ କରାଯାଇଛି। ରାଜ୍ୟସଭା ଅଧ୍ୟକ୍ଷ କହିଛନ୍ତି…