ଆଜିର ଖବର ଆଜି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସହ ଯୋଗ ଦେବେ ନଅ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ରାଜ୍ୟର ପ୍ରଥମ ବିଜେପି ସରକାର ଶପଥ ଗ୍ରହଣ କରିବେ। ସେଥିପାଇଁ ଭୁବନେଶ୍ବରର ଜନତା ମଇଦାନକୁ ବେଶ ପ୍ରସ୍ତୁତ କରି ରଖାଯାଇଛି। ତେବେ ଏହି ଉତ୍ସବର…