ମ୍ୟାଲେରିଆ ନିରାକରଣ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମ୍ୟାଲେରିଆ ନିରାକରଣ ନିମନ୍ତେ ଟାସ୍କଫୋର୍ସ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି।…