ଆଜିର ଖବର ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନର ସ୍ଥିତି ଏବଂ ଅଗ୍ରଗତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଜାତୀୟ ଯକ୍ଷ୍ମା ଦୂରୀକରଣ କାର୍ଯ୍ୟକ୍ରମ (ଏନଟିଇପି) ଉପରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା…