ଆଜିର ଖବର ଏକ ଛୋଟିଆ ପକ୍ଷୀଟିକୁ ଦେଖି ଯମ ରାଜା କାହାଁକି ନାଲି ଆଖିରେ ଚାହିଁଲେ, ଜାଣିଲେ ହେବେ ଆଶ୍ଚର୍ଯ୍ୟ ପୁରାଣ ଗପ: ଥରେ ଇନ୍ଦ୍ର ଦେବ ଏକ ସଭା କରିବା ପାଇଁ ସମସ୍ତ ଦେବତାଙ୍କୁ ନିମନ୍ତ୍ରଣ ପଠାଇଲେ। ସେହି ନମନ୍ତ୍ରଣ ପତ୍ର ପାଇବା ପରେ ନିର୍ଦ୍ଧାରିତ ସମୟରେ ସବୁ…