ଆଜିର ଖବର ଲୋକାୟୁକ୍ତଙ୍କ ସମ୍ମୁଖରେ ହାଜର ହେଲେ ହେମନ୍ତ ଶର୍ମା ଓ ଯାମିନୀ ଷଡଙ୍ଗୀ ଭୁବନେଶ୍ୱର : ମାସ୍କ ଓ ପିପିଇ କିଣାରେ ହୋଇଥିବା ଦୁର୍ନୀତି ଅଭିଯୋଗରେ ଆଜି ଲୋକାୟୁକ୍ତଙ୍କ ସମ୍ମୁଖରେ ହାଜର ହୋଇଛନ୍ତି ଦୁଇ ବରିଷ୍ଠ ପ୍ରଶାସକ । ଓଡିଶା କଂଗ୍ରେସ…