ବିଶେଷ ଖବର ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ବେଗ…