ଆଜିର ଖବର ଗାଧୋଇବାକୁ ଯାଇ ଆଉ ଫେରିଲେନି ସଞ୍ଜୟ, ସକାଳେ ପୋଖରୀରୁ ମିଳିଲା ମୃତଦେହ ବୈଶିଙ୍ଗା: ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଘରକୁ ଫେରିଲେ ନାହିଁ ଯୁବକ। ଦୀର୍ଘ ସମୟ ଧରି ତାଙ୍କର କୌଣସି ଖୋଜଖବର ନ ମିଳିବାରୁ ପରିବାର ଲୋକେ ଖୋଜାଖୋଜି…