ଯୁବବର୍ଗଙ୍କୁ ଆହ୍ବାନ

ନୂଆଦିଲ୍ଲୀ, ବିଶ୍ବବାସୀଙ୍କ ପାଇଁ କରୋନା ମହାମାରୀ ଆଣିଥିବା ନୂଆ ନୂଆ ଆହ୍ବାନର ମୁକାବିଲା ପାଇଁ ଦକ୍ଷତା ବଢାଇବା ଅତ୍ୟନ୍ତ ଜରୁରୀ। ଏଥିପାଇଁ ପ୍ରତ୍ୟେକ ପ୍ରସ୍ତୁତ ହେବା ଆବଶ୍ୟକ…