ଯୁବ ରେଡକ୍ରସ ତାଲିମ ଶିବିର

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ ବାଣପୁରରେ ତିନିଦିନ ବ୍ୟାପୀ ଆୟୋଜିତ ହୋଇଥିବ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଏହି ଶିବିରକୁ ଉଦ୍ଘାଟନ କରି…