ଆଞ୍ଚଳିକ ବାଲୁଗାଁ ମହାବିଦ୍ୟାଳୟରେ ଯୁବ ଲେଖକ ସମ୍ମିଳନୀ ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଓଡ଼ିଆ ପକ୍ଷ ପାଳନ ପରିପ୍ରେକ୍ଷୀରେ ଅପ୍ରେଲ ଏକ ତାରିଖରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ…