ଜାତୀୟ ଖବର ଓଡିଶା ପ୍ରଚାରରେ ଆସୁଛନ୍ତି ଜେ ପି ନଡ୍ଡା, ଯୋଗୀ ଅଦିତ୍ୟନାଥ, ଅରୁଣ ଗୋଭିଲ ସହ ବହୁ ବିଜେପି ନେତା ଭୁବନେଶ୍ୱର: ପ୍ରଚାର କରିବା ପାଇଁ ଓଡିଶା ଆସୁଛନ୍ତି ବିଜେପିର ବହୁ କେନ୍ଦ୍ରୀୟ ନେତା। ସେହି ପରିପ୍ରେକ୍ଷୀରେ ଆସନ୍ତା କାଲି ୨୨ତାରିଖ ଦିନ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ…